ଲେବୀୟ ପୁସ୍ତକ 27:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ। Gade chapit laଓଡିଆ ବାଇବେଲ26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ। Gade chapit laପବିତ୍ର ବାଇବଲ26 “ପଶୁମାନଙ୍କ ମଧ୍ୟରୁ ଗୋରୁ ହେଉ କି ମେଷ ହେଉ ପ୍ରଥମଜାତ ସର୍ବଦା ସଦାପ୍ରଭୁଙ୍କର। ତାକୁ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରି ପାରିବେ ନାହିଁ। କାରଣ ତାହା ଆଗରୁ ସଦାପ୍ରଭୁଙ୍କର ଅଟେ। Gade chapit la |