Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।

Gade chapit la Kopi

ଓଡିଆ ବାଇବେଲ

31 ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।

Gade chapit la Kopi

ପବିତ୍ର ବାଇବଲ

31 ଯଦି କେହି ସେ ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।

Gade chapit la Kopi




ଲେବୀୟ ପୁସ୍ତକ 27:31
5 Referans Kwoze  

ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।


ଏଥିଉତ୍ତାରେ ଯୋୟାଶ୍‍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍‍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,


Swiv nou:

Piblisite


Piblisite