Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।

Gade chapit la Kopi

ପବିତ୍ର ବାଇବଲ

7 ପୁଣି ଷାଠିଏ ବର୍ଷରୁ ଅଧିକ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ପାଇଁ ପନ୍ଦର ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:7
3 Referans Kwoze  

ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।


ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।


ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।


Swiv nou:

Piblisite


Piblisite