Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ

Gade chapit la Kopi

ଓଡିଆ ବାଇବେଲ

14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ସେ ସହଭାଗିତାର ନୈବେଦ୍ୟରୁ ଏକ ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଦେବ। ସେ ଅନ୍ତ ଆଚ୍ଛାଦକ ମେଦ ଓ ଅନ୍ତ ଉପରିସ୍ଥ ମେଦ ସବୁ ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 3:14
13 Referans Kwoze  

ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।”


ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’


ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?


ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।


ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।


ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।


ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;


Swiv nou:

Piblisite


Piblisite