Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଓ ଦୁଇ ଗୁରୁଦା ଓ ତାହାର ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ।

Gade chapit la Kopi

ଓଡିଆ ବାଇବେଲ

15 ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Gade chapit la Kopi

ପବିତ୍ର ବାଇବଲ

15 ସେ ଦୁଇଟି ଗୁରୁଦା, ମେଦ ଉପରିସ୍ଥ ଓ ଗୁରୁଦାର ପାର୍ଶ୍ୱବର୍ତ୍ତୀ ଏବଂ ଯକୃତର ମେଦ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନେବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 3:15
8 Referans Kwoze  

ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।


ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।


ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।


ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,


ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା


ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।


Swiv nou:

Piblisite


Piblisite