Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ସେହି ଗୋବତ୍ସର ଚର୍ମ ଓ ସମସ୍ତ ମାଂସ ଓ ମସ୍ତକ ଓ ପଦ ଓ ଅନ୍ତ୍ର ଓ ଗୋମୟ,

Gade chapit la Kopi

ଓଡିଆ ବାଇବେଲ

11 ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,

Gade chapit la Kopi

ପବିତ୍ର ବାଇବଲ

11-12 ସେହି ଚର୍ମ, ମେଦ, ମସ୍ତକ, ପଦ, ଅନ୍ତ, ଗୋବର ଓ ଷଣ୍ଢର ସମସ୍ତ ଅଂଶ ଛାଉଣି ବାହାରକୁ ନିଆଯିବା ଉଚିତ୍ ଓ ଧର୍ମକାର୍ଯ୍ୟର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ୱାରା ଦ‌‌‌‌ଗ୍‌‌‌‌ଧ କରିବ।

Gade chapit la Kopi




ଲେବୀୟ ପୁସ୍ତକ 4:11
11 Referans Kwoze  

ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।


ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।


ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।


ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”


ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।


ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।


ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।


Swiv nou:

Piblisite


Piblisite