Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଇସ୍ରାଏଲର ସମଗ୍ର ମଣ୍ତଳୀ ଯେବେ ଭ୍ରାନ୍ତ ହୁଅନ୍ତି ଓ ତାହା ସମାଜର ଦୃଷ୍ଟି ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯେବେ କୌଣସି କର୍ମ କରି ଦୋଷୀ ହୁଅନ୍ତି;

Gade chapit la Kopi

ଓଡିଆ ବାଇବେଲ

13 ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;

Gade chapit la Kopi

ପବିତ୍ର ବାଇବଲ

13 “ପୁଣି ଇସ୍ରାଏଲର ସମସ୍ତ ଜାତି ଯଦି ଅଗୋଚରରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ତାହା ଯେବେ ସେମାନେ କରନ୍ତି ତେବେ ସେମାନେ ଦୋଷୀ ହେବେ।

Gade chapit la Kopi




ଲେବୀୟ ପୁସ୍ତକ 4:13
17 Referans Kwoze  

ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ।


ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,


ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।


ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।


ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,


ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।


ପୁଣି, ସେହି ଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ।


Swiv nou:

Piblisite


Piblisite