ଲେବୀୟ ପୁସ୍ତକ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ମଣ୍ତଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେବେଣ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ। Gade chapit laଓଡିଆ ବାଇବେଲ15 ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ। Gade chapit laପବିତ୍ର ବାଇବଲ15 ତା'ପରେ ମଣ୍ଡଳୀର ପ୍ରାଚୀନବର୍ଗ ସେହି ଗୋବତ୍ସର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବେ। Gade chapit la |