Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟକୁ ଆଣିବ।

Gade chapit la Kopi

ଓଡିଆ ବାଇବେଲ

16 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ

16 ତତ୍ପରେ ଅଭିଷିକ୍ତ ଯାଜକ ସେହି ଗୋବତ୍ସର କିଛି ରକ୍ତ ଧରି ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 4:16
4 Referans Kwoze  

ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।


ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।


Swiv nou:

Piblisite


Piblisite