Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି-ମୂଳରେ ଢାଳିବ।

Gade chapit la Kopi

ଓଡିଆ ବାଇବେଲ

25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

Gade chapit la Kopi

ପବିତ୍ର ବାଇବଲ

25 ତା'ପରେ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

Gade chapit la Kopi




ଲେବୀୟ ପୁସ୍ତକ 4:25
18 Referans Kwoze  

ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।


ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।


ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳିଲେ;


ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।


କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।


ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?


ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।


ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।


ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।


କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।


ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।


ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।


ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।


କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।


Swiv nou:

Piblisite


Piblisite