ଲେବୀୟ ପୁସ୍ତକ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)31 ପୁଣି, ମଙ୍ଗଳାର୍ଥକ ବଳିରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Gade chapit laଓଡିଆ ବାଇବେଲ31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Gade chapit laପବିତ୍ର ବାଇବଲ31 ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ। Gade chapit la |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”