Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ।

Gade chapit la Kopi

ଓଡିଆ ବାଇବେଲ

9 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Gade chapit la Kopi

ପବିତ୍ର ବାଇବଲ

9 ସେ ଦୁଇଟି ଗୁରୁଦା, ମେଦର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ଗୁରୁଦାର ଏବଂ ଯକୃତର ମେଦ ଏବଂ ନିମ୍ନଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରିନେବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 4:9
3 Referans Kwoze  

ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।


ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।


ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।


Swiv nou:

Piblisite


Piblisite