ଲେବୀୟ ପୁସ୍ତକ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ଛାମୁକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Gade chapit laଓଡିଆ ବାଇବେଲ6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Gade chapit laପବିତ୍ର ବାଇବଲ6 ତହୁଁ ସେ ତା'ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା'ପରେ ଯାଜକ ତା'ର କୃତ ପାପର ପ୍ରାୟଶ୍ଚିତ କରାଇବ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।