ଲେବୀୟ ପୁସ୍ତକ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ ଭକ୍ଷ୍ୟ-ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ। Gade chapit laଓଡିଆ ବାଇବେଲ14 ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ। Gade chapit laପବିତ୍ର ବାଇବଲ14 “ଏହା ହେଉଛି ଶସ୍ୟ ନୈବେଦ୍ୟର ବ୍ୟବସ୍ଥା। ହାରୋଣର ପୁତ୍ରଗଣ ଯଜ୍ଞବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ୟ ଆଣିବେ। Gade chapit la |