ଲେବୀୟ ପୁସ୍ତକ 6:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର। Gade chapit laଓଡିଆ ବାଇବେଲ25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର। Gade chapit laପବିତ୍ର ବାଇବଲ25 “ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ୟବସ୍ଥା। ଯେଉଁ ସ୍ଥାନରେ ହୋମବଳି ଉତ୍ସର୍ଗ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପମୋଚନ ପାଇଁ ପଶୁ ଉତ୍ସର୍ଗ କରାଯିବ। ଏହା ମହାପବିତ୍ର ଅଟେ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।