ଲେବୀୟ ପୁସ୍ତକ 6:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ଵୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ। Gade chapit laଓଡିଆ ବାଇବେଲ26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ। Gade chapit laପବିତ୍ର ବାଇବଲ26 ଯେଉଁ ଯାଜକ ପାପମୋଚନ ପଶୁବଳି ଉତ୍ସର୍ଗ କରିବ, ସେ ତାହା ଭୋଜନ କରିବ, କିନ୍ତୁ ସେ ସମାଗମ-ତମ୍ବୁ ପ୍ରାଙ୍ଗଣର ଭିତରେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭକ୍ଷ୍ୟଣ କରିବ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।