ଲେବୀୟ ପୁସ୍ତକ 6:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ଵୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ , ତାହା ଅଗ୍ନିରେ ଦଗ୍ଧ ହେବ। Gade chapit laଓଡିଆ ବାଇବେଲ30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।” Gade chapit laପବିତ୍ର ବାଇବଲ30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତେବେ ସେହି ପାପାର୍ଥକ ବଳି ନିଶ୍ଚୟ ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ କରାଯିବା ଉଚିତ୍। Gade chapit la |