Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ଵଳିତ ରହିବ।

Gade chapit la Kopi

ଓଡିଆ ବାଇବେଲ

9 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।

Gade chapit la Kopi

ପବିତ୍ର ବାଇବଲ

9 “ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହୋମବଳିର ବ୍ୟବସ୍ଥା ଅଟେ, ହୋମବଳି ସମସ୍ତ ପ୍ରଭାତ ହେବା ପର୍ଯ୍ୟନ୍ତ ଯଜ୍ଞବେଦିର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ୱଳନ୍ତ ରହିବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 6:9
10 Referans Kwoze  

ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।


ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”


Swiv nou:

Piblisite


Piblisite