Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ପ୍ରତ୍ୟେକ ଶୁଚି ଲୋକ ସେହି ମାଂସ ଭୋଜନ କରିବ।

Gade chapit la Kopi

ଓଡିଆ ବାଇବେଲ

19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ

19 “ଆଉ ଯଦି ତାହା କୌଣସି ଅଶୁଚି ବସ୍ତୁ ସଂସ୍ପର୍ଶରେ ଆସିଥାଏ, ତେବେ ତାହା ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍। ଯେକୌଣସି ଶୁଚିମନ୍ତ ଲୋକ ସେହି ମଙ୍ଗଳାର୍ଥକ ବଳିରୁ ମାଂସ ଭୋଜନ କରି ପାରିବ।

Gade chapit la Kopi




ଲେବୀୟ ପୁସ୍ତକ 7:19
12 Referans Kwoze  

ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।


ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।


ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।


ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।


ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।


ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


Swiv nou:

Piblisite


Piblisite