ଲେବୀୟ ପୁସ୍ତକ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Gade chapit laଓଡିଆ ବାଇବେଲ23 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Gade chapit laପବିତ୍ର ବାଇବଲ23 “ଇସ୍ରାଏଲର ଲୋକମାନଙ୍କୁ କୁହ, ଗାଈ କି ମେଷ କି ଛାଗର ମେଦ ଭୋଜନ ନ କରିବା ପାଇଁ। Gade chapit la |