ଲେବୀୟ ପୁସ୍ତକ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର। Gade chapit laଓଡିଆ ବାଇବେଲ6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର। Gade chapit laପବିତ୍ର ବାଇବଲ6 “ଯାଜକ ପରିବାର ମଧ୍ୟରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରି ପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।