Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସୃଷ୍ଟ ହୋମବଳିର ଚର୍ମ ସେହି ଯାଜକର ନିଜ ପାଇଁ ହେବ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।

Gade chapit la Kopi

ପବିତ୍ର ବାଇବଲ

8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତା'ର ସେହି ଉତ୍ସର୍ଗୀକୃତ ହୋମବଳିର ଚର୍ମ ସେହି ଯାଜକ ନିଜେ ନେବ।

Gade chapit la Kopi




ଲେବୀୟ ପୁସ୍ତକ 7:8
9 Referans Kwoze  

ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।


ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।


ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,


ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।


ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।


ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।


ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।


ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।


ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।


Swiv nou:

Piblisite


Piblisite