Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ସେହି ଗୋବତ୍ସର ଚର୍ମ ଓ ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Gade chapit la Kopi

ଓଡିଆ ବାଇବେଲ

17 ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Gade chapit la Kopi

ପବିତ୍ର ବାଇବଲ

17 ମାତ୍ର ସେ ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦ‌‌‌‌ଗ୍‌‌‌‌ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଏହା କଲେ।

Gade chapit la Kopi




ଲେବୀୟ ପୁସ୍ତକ 8:17
9 Referans Kwoze  

ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”


ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।


ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।


ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍ଧ କରିବ।


Swiv nou:

Piblisite


Piblisite