ଲେବୀୟ ପୁସ୍ତକ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit laଓଡିଆ ବାଇବେଲ23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit laପବିତ୍ର ବାଇବଲ23 ତା'ପରେ ମୋଶା ମେଷକୁ ବଧ କଲେ ଓ ତାହାର କିଛି ରକ୍ତ ନେଇ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ୱରରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit la |