Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।

Gade chapit la Kopi

ପବିତ୍ର ବାଇବଲ

24 ଏହା ପରେ ସେ ହାରୋଣର ପୁତ୍ରଗଣଙ୍କୁ ଆଣିଲେ। ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ, ଆଉ ମୋଶା ଯଜ୍ଞବେଦିର ଉପରେ ଗ୍ଭରିଆଡ଼େ ରକ୍ତ ସିଞ୍ଚନ କଲେ।

Gade chapit la Kopi




ଲେବୀୟ ପୁସ୍ତକ 8:24
4 Referans Kwoze  

ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।


ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;


ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;


Swiv nou:

Piblisite


Piblisite