Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳପକ୍ଵ ରୋଟୀର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଚଟୁଆ ଉପରେ ଥୋଇଲେ;

Gade chapit la Kopi

ଓଡିଆ ବାଇବେଲ

26 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;

Gade chapit la Kopi

ପବିତ୍ର ବାଇବଲ

26 ଆଉ ସେ ତାଡ଼ିଶୂନ୍ୟ ରୋଟୀ, ଯାହା ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ରଖାଯାଉଥିଲା ତାହା ନେଲେ ଓ ତୈଳ ପକ୍ୱ ରୋଟୀର ଗୋଟିଏ ପିଠା ଓ ଗୋଟିଏ ତାଡ଼ିଶୂନ୍ୟ ରୋଟୀ ଓ ଡାହାଣ ଚଟୁଆ ଓ ମେଦ ଉପରେ ଥୋଇଲେ।

Gade chapit la Kopi




ଲେବୀୟ ପୁସ୍ତକ 8:26
5 Referans Kwoze  

ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ


କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;


Swiv nou:

Piblisite


Piblisite