Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।

Gade chapit la Kopi

ଓଡିଆ ବାଇବେଲ

27 ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।

Gade chapit la Kopi

ପବିତ୍ର ବାଇବଲ

27 ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହିସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।

Gade chapit la Kopi




ଲେବୀୟ ପୁସ୍ତକ 8:27
6 Referans Kwoze  

ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।


ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।


Swiv nou:

Piblisite


Piblisite