ଲେବୀୟ ପୁସ୍ତକ 8:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Gade chapit laପବିତ୍ର ବାଇବଲ (Re-edited) - (BSI)28 ଏଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Gade chapit laଓଡିଆ ବାଇବେଲ28 ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହିସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Gade chapit laପବିତ୍ର ବାଇବଲ28 ଏହା ପରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ଯଜ୍ଞବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଯାଜକ ରୂପେ ନିଯୁକ୍ତି ଉପଲକ୍ଷେ ଏହା ଏକ ନୈବେଦ୍ୟ ଥିଲା, ଏହା ସଦାପ୍ରଭୁଙ୍କ ପାଇ ଏକ ସୁବାସିତ ନୈବେଦ୍ୟ। Gade chapit la |