Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆଉ, ତୁମ୍ଭେମାନେ ସାତ ଦିନଯାଏ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ସାତ ଦିନଯାଏ ପଦରେ ନିଯୁକ୍ତ କରିବେ।

Gade chapit la Kopi

ଓଡିଆ ବାଇବେଲ

33 ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।

Gade chapit la Kopi

ପବିତ୍ର ବାଇବଲ

33 ଆଉ ପଦ ଅଭିଷେକ ଉତ୍ସବ ସାତ ଦିନ ଧରି ଗ୍ଭଲିବ। ତୁମ୍ଭେମାନେ ଏହି ସାତ ଦିନ ଯାଏ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ। କାରଣ ପୌରହିତ୍ୟ ନିଶ୍ଚୟ ସାତ ଦିନ ଯାଏ ଗ୍ଭଲିବ।

Gade chapit la Kopi




ଲେବୀୟ ପୁସ୍ତକ 8:33
7 Referans Kwoze  

ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।


ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।


ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।


ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।


ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।


ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।


Swiv nou:

Piblisite


Piblisite