Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

34 ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

34 ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ସେସବୁ ଆଜ୍ଞା ଦେଇଛନ୍ତି।

Gade chapit la Kopi




ଲେବୀୟ ପୁସ୍ତକ 8:34
5 Referans Kwoze  

ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।


ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।


ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।


ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”


Swiv nou:

Piblisite


Piblisite