ଲେବୀୟ ପୁସ୍ତକ 8:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ। Gade chapit laଓଡିଆ ବାଇବେଲ36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହିସବୁ କଥା ପାଳନ କଲେ। Gade chapit laପବିତ୍ର ବାଇବଲ36 ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ। Gade chapit la |