Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେ ଅନ୍ତ୍ର ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

14 ହାରୋଣ ମଧ୍ୟ ହୋମବଳିର ଅନ୍ତ ଓ ଗୋଡ଼ ଧୌତ କଲେ ଓ ସେ ସମସ୍ତ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ।

Gade chapit la Kopi




ଲେବୀୟ ପୁସ୍ତକ 9:14
4 Referans Kwoze  

ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।


ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।


ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।


ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;


Swiv nou:

Piblisite


Piblisite