Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ୍ର ଓ ଗୁରୁଦାର ଉପରିସ୍ଥିତ ମେଦ ଓ ଯକୃତର ଉପରିସ୍ଥିତ ଅନ୍ତ୍ରାପ୍ଳାବକ,

Gade chapit la Kopi

ଓଡିଆ ବାଇବେଲ

19 ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,

Gade chapit la Kopi

ପବିତ୍ର ବାଇବଲ

19 ପୁଣି ତାଙ୍କର ପୁତ୍ରଗଣ ଷଣ୍ଢ ମେଦ ଓ ମେଷଛୁଆର ମେଦ ମେଦମୟ ଲାଙ୍ଗୁଳ, ଅନ୍ତ ଓ ଗୁରୁଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ତାଙ୍କ ନିକଟକୁ ଆଣିଲେ।

Gade chapit la Kopi




ଲେବୀୟ ପୁସ୍ତକ 9:19
7 Referans Kwoze  

ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।


ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।


ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,


ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।


ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।


ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;


Swiv nou:

Piblisite


Piblisite