ଲେବୀୟ ପୁସ୍ତକ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ମୋଶା କହିଲେ, ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ। Gade chapit laଓଡିଆ ବାଇବେଲ6 ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।” Gade chapit laପବିତ୍ର ବାଇବଲ6 ତା'ପରେ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ। ଏହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ମହିମା ପ୍ରକାଶ ପାଇବ।” Gade chapit la |