Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଜିଖରୀୟ ତାଙ୍କୁ ଦେଖି ଉଦ୍ବିଗ୍ନ ଓ ଭୟଗ୍ରସ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

12 ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଜିଖରିୟ ତାହାଙ୍କୁ ଦେଖି ଉଦ୍ବିଗ୍ନ ଓ ଭୟଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

12 ଜିଖରିୟ ସ୍ୱର୍ଗଦୂତଙ୍କୁ ଦେଖିବା ମାତ୍ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:12
9 Referans Kwoze  

ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”


ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।


କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।


ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।


Swiv nou:

Piblisite


Piblisite