ଲୂକ ଲିଖିତ ସୁସମାଚାର 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ଵାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି। Gade chapit laଓଡିଆ ବାଇବେଲ18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି । Gade chapit laପବିତ୍ର ବାଇବଲ (CL) NT (BSI)18 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ଏ ବିଷୟ ଘଟିବ ବୋଲି ମୁଁ କିପରି ଜାଣିବି? ମୁଁ ବୃଦ୍ଧ ଓ ମୋ’ ସ୍ତ୍ରୀ ମଧ୍ୟ ବୃଦ୍ଧା। Gade chapit laପବିତ୍ର ବାଇବଲ18 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ତୁମ୍ଭେ ଯାହା କହୁଛ, ତାହା ସତ୍ୟ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢ଼ା ଲୋକ ଓ ମୋର ପତ୍ନୀ ମଧ୍ୟ ବୁଢ଼ୀ ହୋଇଗଲେଣି।” Gade chapit la |