ଲୂକ ଲିଖିତ ସୁସମାଚାର 1:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେ ଯାକୁବବଂଶ ଉପରେ ଯୁଗେ ଯୁଗେ ରାଜତ୍ଵ କରବେ, ପୁଣି ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। Gade chapit laଓଡିଆ ବାଇବେଲ33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)33 ଓ ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବଙ୍କ ବଂଶଧରମାନଙ୍କ ରାଜା ହେବେ; ତାଙ୍କ ରାଜ୍ୟର କେବେ ଅବସାନ ହେବ ନାହିଁ।” Gade chapit laପବିତ୍ର ବାଇବଲ33 ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।” Gade chapit la |