ଲୂକ ଲିଖିତ ସୁସମାଚାର 1:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)45 ଯେ ବିଶ୍ଵାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। Gade chapit laଓଡିଆ ବାଇବେଲ45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ । Gade chapit laପବିତ୍ର ବାଇବଲ (CL) NT (BSI)45 “ତୁମେ ଧନ୍ୟା! ଈଶ୍ୱରଙ୍କ ବାର୍ତ୍ତା ସଫଳ ହେବ ବୋଲି ତୁମେ ବିଶ୍ୱାସ କରିପାରୁଛ।” Gade chapit laପବିତ୍ର ବାଇବଲ45 ତୁମ୍ଭେ ଧନ୍ୟା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ୱାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ୱାସ କଲ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”