ଲୂକ ଲିଖିତ ସୁସମାଚାର 1:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି, Gade chapit laପବିତ୍ର ବାଇବଲ (Re-edited) - (BSI)52 ସେ ବିକ୍ରମୀମାନଙ୍କୁ ସିଂହାସନଚ୍ୟୁତ କରିଅଛନ୍ତି, ଦୀନହୀନମାନଙ୍କୁ ଉନ୍ନତ କରିଅଛନ୍ତି, Gade chapit laଓଡିଆ ବାଇବେଲ52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି, Gade chapit laପବିତ୍ର ବାଇବଲ (CL) NT (BSI)52 ସେ ପରାକ୍ରମଶାଳୀ ରାଜାମାନଙ୍କୁ ସିଂହାସନଚ୍ୟୁତ କରିଛନ୍ତି ଓ ନମ୍ରମାନଙ୍କୁ ଉନ୍ନତ କରିଛନ୍ତି। Gade chapit laପବିତ୍ର ବାଇବଲ52 ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ। Gade chapit la |