Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:60 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

60 କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

60 କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।

Gade chapit la Kopi

ଓଡିଆ ବାଇବେଲ

60 କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

60 କିନ୍ତୁ ତା’ର ମାତା କହିଲେ, “ନା! ତା’ର ନାମ ଯୋହନ ଦିଆଯିବ।”

Gade chapit la Kopi

ପବିତ୍ର ବାଇବଲ

60 କିନ୍ତୁ ତାହାଙ୍କ ମା କହିଲେ, “ନା, ତା'ର ନାମ ଯୋହନ ଦିଆଯିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 1:60
6 Referans Kwoze  

କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।


ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।


ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।


ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।


କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।


ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ।


Swiv nou:

Piblisite


Piblisite