Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:63 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

63 ତହିଁରେ ସେ ଗୋଟିଏ ଲିପିଫଳକ ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚମତ୍କୃତ ହେଲେ।

Gade chapit la Kopi

ଓଡିଆ ବାଇବେଲ

63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ । ଏଥିରେ ସମସ୍ତେ ଚକିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

63 ଜିଖରିୟ ଗୋଟିଏ ଲିପି ଫଳକ ମଗାଇ ଲେଖିଲେ, “ତାହାର ନାମ ଯୋହନ।” ସେମାନେ ସମସ୍ତେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହେଲେ।

Gade chapit la Kopi

ପବିତ୍ର ବାଇବଲ

63 ଏହା ଶୁଣି ଜିଖରିୟ ଲେଖିବା ପାଇଁ ସେମାନଙ୍କୁ ଏକ ଲେଖାଫଳକ ମାଗି ସେଥିରେ ଲେଖିଲେ, ତା'ର ନାମ “ଯୋହନ”।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:63
7 Referans Kwoze  

କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।


କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।


ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।


ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, “ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।


“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।


ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।


ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।


Swiv nou:

Piblisite


Piblisite