ଲୂକ ଲିଖିତ ସୁସମାଚାର 1:66 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT66 ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ। Gade chapit laପବିତ୍ର ବାଇବଲ (Re-edited) - (BSI)66 ପୁଣି ଶୁଣିବା ଲୋକସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ। Gade chapit laଓଡିଆ ବାଇବେଲ66 ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ । Gade chapit laପବିତ୍ର ବାଇବଲ (CL) NT (BSI)66 ଯେ କେହି ଏହା ଶୁଣିଲା, ସେ ଏ ବିଷୟରେ ଚିନ୍ତା କରି ପଚାରିଲା, “ଭବିଷ୍ୟତ୍ରେ ଏ ଶିଶୁଟି କ’ଣ ହେବ?” କାରଣ ଈଶ୍ୱରଙ୍କ ଶକ୍ତି ତା’ ଉପରେ ଥିଲା ବୋଲି ସ୍ପଷ୍ଟ ଜଣାପଡ଼ୁଥିଲା। Gade chapit laପବିତ୍ର ବାଇବଲ66 ଏ କଥା ଯେଉଁମାନେ ଶୁଣିଲେ, ସେମାନେ ବିସ୍ମିତ ହୋଇ ଗଲେ। ଲୋକେ ଭାବିଲେ, “ଏ ବାଳକଟି କ’ଣ ହେବ?” ପ୍ରଭୁଙ୍କ ହସ୍ତ ପିଲାଟିର ସହିତ ଅଛି, ସେମାନେ ଏପରି ଭାବିଲେ। Gade chapit la |