ଲୂକ ଲିଖିତ ସୁସମାଚାର 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। Gade chapit laଓଡିଆ ବାଇବେଲ7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)7 ଏଲିଶାବେଥ୍ ବନ୍ଧ୍ୟା ଥିବାରୁ ସେମାନେ ନିଃସନ୍ତାନ ଥିଲେ ଏବଂ ସେମାନଙ୍କ ବୟସ ଗଡ଼ି ଯାଇଥିଲା। Gade chapit laପବିତ୍ର ବାଇବଲ7 କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ। Gade chapit la |