ଲୂକ ଲିଖିତ ସୁସମାଚାର 1:77 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT77 କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ, Gade chapit laପବିତ୍ର ବାଇବଲ (Re-edited) - (BSI)77 କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ, Gade chapit laଓଡିଆ ବାଇବେଲ77 କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ, Gade chapit laପବିତ୍ର ବାଇବଲ (CL) NT (BSI)77 ପାପ କ୍ଷମା ପାଇବା ଦ୍ୱାରା ସେମାନେ ଯେ ପରିତ୍ରାଣ ଲାଭ କରିବେ, ତାଙ୍କ ଲୋକମାନଙ୍କୁ ଏହି କଥା କହିବା ପାଇଁ ଯିବ। Gade chapit laପବିତ୍ର ବାଇବଲ77 ପରମେଶ୍ୱରଙ୍କ ଲୋକଙ୍କୁ ତୁମ୍ଭେ ଜଣେଇଦେବ ଯେ ସେମାନଙ୍କର ପାପକୁ କ୍ଷମା କରି ଦିଆଯାଇ ସେମାନଙ୍କୁ ଉଦ୍ଧାର କରାଯିବ। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”