Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣକରନ୍ତି ନାହିଁ, ସେଥିର ଦାଣ୍ତମାନଙ୍କୁ ବାହାରିଯାଇ କୁହ,

Gade chapit la Kopi

ଓଡିଆ ବାଇବେଲ

10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିନ୍ତୁ ଯଦି ତୁମେ ଗୋଟିଏ ସହରକୁ ଯାଇ ଆତିଥ୍ୟ ପାଅ ନାହିଁ, ଛକ ସ୍ଥାନମାନଙ୍କୁ ଯାଇ କୁହ,

Gade chapit la Kopi

ପବିତ୍ର ବାଇବଲ

10 “କିନ୍ତୁ ତୁମ୍ଭେମାନେ ଯଦି ଏଭଳି ଏକ ନଗରକୁ ଯାଅ ଓ ସେଠାରେ ଲୋକେ ତୁମ୍ଭମାନଙ୍କର ସ୍ୱାଗତ ନ କରନ୍ତି, ତେବେ ସେହି ନଗରର ଗଳିମାନଙ୍କରେ ଯାଅ ଏବଂ କୁହ,

Gade chapit la Kopi




ଲୂକ ଲିଖିତ ସୁସମାଚାର 10:10
7 Referans Kwoze  

କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।


ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,


ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।


ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”


ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।


ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।


ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।


Swiv nou:

Piblisite


Piblisite