Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମର ଦଶା ସହନୀୟ ହେବ।

Gade chapit la Kopi

ଓଡିଆ ବାଇବେଲ

12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି ଯେ, ବିଚାର ଦିନରେ ଈଶ୍ୱର ସେହି ସହର ଅପେକ୍ଷା ସଦୋମ ପ୍ରତି ଅଧିକ ଦୟା ଦେଖାଇବେ।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ତୁମ୍ଭମାନଙ୍କୁ କହୁଛି ଯେ ବିଗ୍ଭର ହେବା ଦିନ ସେହି ନଗରର ଲୋକମାନଙ୍କର ଦଶା ସଦୋମର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:12
6 Referans Kwoze  

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”


ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”


ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”


କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


Swiv nou:

Piblisite


Piblisite