ଲୂକ ଲିଖିତ ସୁସମାଚାର 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ, ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋହର ଅଧୋଗତି ହେବ?। Gade chapit laଓଡିଆ ବାଇବେଲ15 ଆଉ, ରେ କଫର୍ନାହୂମ ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ । Gade chapit laପବିତ୍ର ବାଇବଲ (CL) NT (BSI)15 ଆଉ କପର୍ନାହୂମ, ତୋ’ ପ୍ରତି ଏହିପରି ଘଟିବ? ତୁ ଆକାଶ ପର୍ଯ୍ୟନ୍ତ ନିଜକୁ ଉନ୍ନତ କରିବାକୁ ଇଚ୍ଛା କରିଥିଲୁ, ତୋତେ ନରକକୁ ନିକ୍ଷିପ୍ତ କରାଯିବ।” Gade chapit laପବିତ୍ର ବାଇବଲ15 ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ। Gade chapit la |
ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ।