Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେଥିରେ ସେ ତାଙ୍କୁ କହିଲେ, ବ୍ୟବସ୍ଥାରେ କଅଣ ଲେଖା ଅଛି? ତୁମ୍ଭେ କିପରି ପାଠ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

26 ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ କ'ଣ ଲେଖା ଅଛି ? ତୁମ୍ଭେ କିପରି ପାଠ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯୀଶୁ ତାକୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ର କ’ଣ କହେ? ତୁମେ ସେଗୁଡ଼ିକ କିପରି ବୁଝିଛ?”

Gade chapit la Kopi

ପବିତ୍ର ବାଇବଲ

26 ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:26
8 Referans Kwoze  

ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।


Swiv nou:

Piblisite


Piblisite