ଲୂକ ଲିଖିତ ସୁସମାଚାର 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି। Gade chapit laଓଡିଆ ବାଇବେଲ3 ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)3 ଯାଅ! ମୁଁ ତୁମମାନଙ୍କୁ କେନ୍ଦୁଆ ବାଘ ମଧ୍ୟରେ ମେଷ ପରି ପଠାଉଛି। Gade chapit laପବିତ୍ର ବାଇବଲ3 “ଯାଅ, କିନ୍ତୁ ମନେରଖ, ମୁଁ ତୁମ୍ଭମାନଙ୍କୁ ଗଧିଆମାନଙ୍କ ମଧ୍ୟରେ ମେଣ୍ଢାଛୁଆ ଭାବରେ ପଠାଉଛି। Gade chapit la |