ଲୂକ ଲିଖିତ ସୁସମାଚାର 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। Gade chapit laଓଡିଆ ବାଇବେଲ9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ । Gade chapit laପବିତ୍ର ବାଇବଲ (CL) NT (BSI)9 ସେହି ସହରର ରୋଗୀମାନଙ୍କୁ ସୁସ୍ଥ କର ଓ ସେଠାକାର ଲୋକମାନଙ୍କୁ କୁହ, ‘ଈଶ୍ୱରଙ୍କ ରାଜ୍ୟ ତୁମର ନିକଟବର୍ତ୍ତୀ।’ Gade chapit laପବିତ୍ର ବାଇବଲ9 ସେଠାରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସେମାନଙ୍କୁ କୁହ, ‘ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।’ Gade chapit la |